ସରିଲା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା
ଭୁବନେଶ୍ବର: ସରିଛି ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା । ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର କ୍ରୀଡା ମନ୍ତ୍ରୀ କିରଣ ରିଜିଜୁ, ରାଜ୍ୟ କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତ ବେହେରା, ଇଣ୍ଡିଆନ୍ ଅଲିମ୍ପିକ ଆସୋସିଏସନ୍ର ସଭାପତି ନରେନ୍ଦ୍ର ବାତ୍ରା, କିଟ୍ ଓ…
