ରାଜ୍ୟ ସରକାରଙ୍କ ନିଷ୍ପତି ନ ଆସିବା ଯାଏ ବନ୍ଦ ରହିବ ଦୋକାନ
ଭୁବନେଶ୍ବର() ଆଜିଠାରୁ ଦେଶରେ ସର୍ତ୍ତମୂଳକ ଭାବେ ସମସ୍ତ ଦୋକାନ ଖୋଲିବାକୁ ନିର୍ଦ୍ଦେଶ ଦେଇଛି ସ୍ୱରାଷ୍ଟ୍ର ମନ୍ତ୍ରାଳୟ । ଗତକାଲି ଏନେଇ ବିଜ୍ଞପ୍ତି ଜାରି କରିବା ପରେ ଓଡିଶାରେ ଦୋକାନ ବଜାର ଖୋଲିବା ନେଇ ବର୍ତ୍ତମାନ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି । କାରଣ ଦେଶବ୍ୟାପୀ ତାଲାବନ୍ଦ କଟକଣା ଜାରି…