ରାଜ୍ୟରେ ଆଉ ୭କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ବର() ରାଜ୍ୟରେ ଆଉ ୭ କରୋନା ପଜିଟିଭ ଚିହ୍ନଟ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟରୁ ସୂଚନା ଦିଆଯାଇଛି ।
ଆଜି ଚିହ୍ନଟ ହୋଇଥିବା ୭ ଜଣ କେଉଁ ଅଞ୍ଚଳର ଓ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରୀ ସମ୍ପର୍କରେ…