ଅସହାୟଙ୍କୁ ସହଯୋଗର ହାତ ବଢାଇଲା ସୋଆ
ଭୁବନେଶ୍ବର() କରୋନା ମହାମାରୀରେ କବଳିତ ବିଭିନ୍ନ ବସ୍ତିର ଗରିବ ବେସାହାରା ଲୋକଙ୍କୁ ସହଯୋଗ ଓ ସହାୟତା ଯୋଗାଇଛି ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ।
ଲକଡାଉନ ଯୋଗୁଁ ବସ୍ତିରେ ରହୁଥିବା ଗରିବ, ଦିନ ମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି ।…