କରୋନା ମୁକାବିଲା ପାଇଁ ମ୍ୟାନ ପାୱାର ଉପରେ ଗୁରୁତ୍ୱ
ଭୁବନେଶ୍ୱର ()ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚକ୍ଷମତା ସମ୍ପନ୍ନ ମନ୍ତ୍ରିସ୍ତରୀୟ ବୈଠକ ହୋଇଥିଲା । ବୈଠକ ଶେଷ ହେବା ପରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଟ୍ରେନିଂ ଓ ଦକ୍ଷତା ଉପରେ ଗୁରୁତ୍ୱ ଦିଆଯାଉଛି । ବୈଠକରେ…