Odia News Portal
Monthly Archives

April 2020

କଳାହାଣ୍ଡିରେ କୋଭିଡ଼ ହସ୍ପିଟାଲର ପରିଦର୍ଶନ କଲେ ୫ଟି ସଚିବ

କଳାହାଣ୍ଡି ()କଳାହାଣ୍ଡି ଭାବନୀପାଟଣା ଯାଇଛନ୍ତି ୫ଟି ସଚିବ ଭି.କେ.ପାଣ୍ଡିଆନ୍ । ସେଠାରେ ସେ ପହଞ୍ଚି କରୋନା ସମୀକ୍ଷା କରିଛନ୍ତି । ଏହାସହ ସେଠାରେ କୋଭିଡ଼ ହସ୍ପିଟାଲର ପରିଦର୍ଶନ କରିଛନ୍ତି ୫ଟି ସଚିବ ଭି.କେ. ପାଣ୍ଡିଆନ୍ ଓ ଉନ୍ନୟନ କମିଶନର ସୁରେଶ ମହାପାତ୍ର । କଳାହାଣ୍ଡିରେ ୨ଜଣ କରୋନା…

୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର

ଭୁବନେଶ୍ୱର() ରାଜ୍ୟର ୩୦ଜିଲ୍ଲା ପାଇଁ ୩୦ନୋଡ଼ାଲ ଅଫିସର ନିଯୁକ୍ତି ପାଇଛନ୍ତି । କୃଷି ବିଭାଗ ଯୋଜନା ଠିକ ଭାବେ କାର୍ଯ୍ୟକାରୀ ହେଉଛି କି ନାହିଁ ନିଯୁକ୍ତ ହୋଇଥିବା ନୋଡ଼ାଲ ଅଫିସର ତଦାରଖ କରିବେ । ସମସ୍ୟା ସମାଧାନ ସହ ପ୍ରତିଦିନ ଅପରାହ୍ନରେ ରିପୋର୍ଟ ଦେବେ । ଏହାସହ କୃଷି ସରଞ୍ଜାମ ମରାମତି…

ଉଦାହରଣ ସୃଷ୍ଟି କଲା ସମ ଅଲଟିମେଟ ମେଡିକେଆର

ଭୁବନେଶ୍ବର() କରୋନା ମହାମାରୀ ସମୟରେ ଗୁରୁତର ଅବସ୍ଥାରେ  ଥାଇ   ଉପଯୁକ୍ତ ସ୍ୱାସ୍ଥ୍ୟସେବା ପାଇବାରେ ବିଫଳ ହୋଇଥିବା ଜଣେ 66 ବର୍ଷୀୟ ବ୍ୟକ୍ତି ସମ ଅଲ୍ଲଟିମେଟ ମେଡିକେଆର ରେ  ଚିକିତ୍ସିତ ହେବା ପରେ ସୁସ୍ଥ ହୋଇପାରିଛନ୍ତି । ନିମୋନିଆ ଓ ସେପ୍ଟିସେମିଆ ରୋଗରେ ପୀଡିତ ହେମନ୍ତ କୁମାର…

ପାନୀୟ ଜଳ ସମସ୍ୟା ନହେବା ନେଇ ଟୋଲ ଫ୍ରି ନମ୍ବର ଜାରି

ଭୁବନେଶ୍ୱର() ଖରାଦିନ ପାଇଁ ପାନୀୟ ଜଳ ସମସ୍ୟାକୁ ନେଇ ଗୁରୁତ୍ୱ ଦେଇଛନ୍ତି ସରକାର । ପାନୀୟ ଜଳ ସମସ୍ୟା ଦୂର କରିବା ପାଇଁ ଟୋଲ ଫ୍ରି ନମ୍ବର ଜାରି କରିଛନ୍ତି ସରକାର । ଗ୍ରାମାଞ୍ଚଳ ପାଇଁ ଟୋଲ୍ ଫ୍ରି ନମ୍ବର ହେଉଛି ୧୯୧୬ । ସହରାଞ୍ଚଳ ପାଇଁ ଟୋଲ ଫ୍ରିୁ ନମ୍ବର ୧୮୦୦-୩୪୫୬୬୮୩ । ଯେଉଁଠାରେ…

ଆଇସୋଲେସନରେ ମୁଖ୍ୟମନ୍ତ୍ରୀ

ଅହ୍ମଦାବାଦ() ବିଧାୟକଙ୍କୁ କରେନା ,ଆଇସୋଲେସନରେ ମୁଖ୍ୟମନ୍ତ୍ରୀ । ଗୁଜରାଟର କଂଗ୍ରେସ ବିଧାୟକ କରେନା ଆକ୍ରାନ୍ତ । ମଙ୍ଗଳବାର ତାଙ୍କ ରିପୋର୍ଟ ପଜେଟିଭ ଆସିଛି । ଗୁଜରାଟର ଜମାଲପୁରର କଂଗ୍ରେସ ବିଧାୟକ ଇମ୍ରାନ ଖଡେୱାଲଙ୍କ ରିପୋର୍ଟ ପଜେଟିଭ ଆସିବା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ…

ଏଣିକି କେବଳ ରବିବାର ଖୋଲିବ ଗ୍ୟାରେଜ

ଯାଜପୁର()ଲକ୍ ଡାଉନରେ ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆ ନିୟମ ହୋଇଛି । ଆସନ୍ତାକାଲିଠୁ ଆଉ ପ୍ରତିଦିନ ବହି ଦୋକାନ ଖୋଲିବନି । କେବଳ ରବିବାର ବହି, ଗ୍ୟାରେଜ, ବିଦ୍ୟୁତ ଉପକରଣ ଦୋକାନ ଖୋଲିବ ବୋଲି ସୂଚନା ମିଳିଛି । ଲୋକମାନେ ଅଯଥା ବାହାରେ ବୁଲୁଥିବାରୁ ଜିଲ୍ଳା ପ୍ରଶାସନ ପକ୍ଷରୁ…

୬ଟି ଆଇଏଏସଙ୍କୁ ଭୁବନେଶ୍ୱର ଦାୟିତ୍ୱ

ଭୁବନେଶ୍ୱର() ଭୁବନେଶ୍ୱରରେ କରୋନା ମୁକାବିଲା ଲାଗି ସରକାରଙ୍କ ବଡ଼ ପଦକ୍ଷେପ । ରାଜଧାନୀକୁ ୩ଟି ଜୋନ୍ରେ ବିଭକ୍ତ କରି ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ।ଭୁବନେଶ୍ୱରକୁ ତିନୋଟି ଜୋନରେ ଭାଗ କରି ୬ ଆଇଏଏସଙ୍କୁ ଦିଆଗଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ,ଅବରୋଧ ଅଂଚଳ ଉପରେ ରଖିବେ ନଜର…

ଆସିଲା କେନ୍ଦ୍ରର ଦ୍ୱିତୀୟ ପର୍ଯ୍ୟାୟ ନୂଆ ଗାଇଡ୍‌ଲାଇନ୍‌

ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ନେଇ ଆସିଲା କେନ୍ଦ୍ରର ନୂଆ ଗାଇଡ୍‌ଲାଇନ୍‌ । ଅତ୍ୟାବଶ୍ୟକ ସେବା ଛାଡି ଅନ୍ୟ ସମସ୍ତ ଚଳାଚଳ ଉପରେ ରୋକ ଲଗାଯାଇଛି । ଆସନ୍ତୁ ଜାଣିବା ନୂଆ ଗାଇଡ୍‌ଲାଇନ ଅନୁସାରେ କେଉଁ ସେବା ଜାରି ରହିବ ଏବଂ କେଉଁ ସେବା ଉପରେ ରୋକ୍ ଲଗାଯିବ  । ନୂଆ…

ଲକଡାଉନ ସମୟରେ ପାଟ୍ରୋଲିଙ୍ଗ କରୁଥିବା ପୋଲିସ କର୍ମଚାରୀଙ୍କୁ ଆକ୍ରମଣ

ମୋହନା : ଲକଡାଉନରେ ପାଟ୍ରୋଲିଙ୍ଗ ବେଳେ ପୋଲିସ ଉପରକୁ ଆକ୍ରମଣ ହୋଇଛି । ଗଜପତି ଜ଼ିଲ୍ଲା ଅଡବା ପୋଲିସ ୭ଜଣ କର୍ମଚାରୀଙ୍କୁ ନେଇ ପାଟ୍ରୋଲିଙ୍ଗ କରୁଥିବା ବେଳେ ବିରିକୋଟ ଗ୍ରାମଠାରେ କିଛି ଲୋକ ଏକାଠି ଜମା ଦେଖି ସେମାନଙ୍କ ନିକଟକୁ ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା…

ବିଜୁ ଶ୍ରାଦ୍ଧ ଦିବସକୁ ନିରାଡମ୍ବରରେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ପ୍ରବାଦ ପୁରୁଷ ବିଶିଷ୍ଟ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ଉତ୍ସବ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର ମାନବ ସମାଜ କରୋନା ଭଳି ମହାମାରୀକୁ ମୁକାବିଲା କରୁଛି, ଏହାକୁ ଦୃଷ୍ଟିରେ ରଖି ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧ ଦିବସକୁ ନିରାଡମ୍ବର ଭାବେ ପାଳନ…