ବର୍ଷା ଓ ବଜ୍ରପାତକୁ ନେଇ ୭ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର() ରାଜ୍ୟରେ କିଛି ଦିନ ହେବ ତାପମାତ୍ରା ବଢ଼ିବାରେ ଲାଗିଛି । ଏହାସହ ବେଳେ ବେଳେ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ହେଉଛି । ଏହାରିମଧ୍ୟରେ ଆଜି ଅପରାହ୍ନ ୫ଟା ୩୦ସୁଦ୍ଧା ବର୍ଷା ଓ ବଜ୍ରପାତକୁ ନେଇ ୭ଜିଲ୍ଲାକୁ ସାବଧାନ କରିଛି ପାଣିପାଗ ବିଭାଗ । ୭ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ,…