ସଵୁ ଜିଲ୍ଲାରେ ସ୍ୱତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ୍ ସ୍ଥାପନ କରାଯିବ : ସ୍ୱାସ୍ଥ୍ୟ ସଚିବ
ଭୁବନେଶ୍ୱର : ରାଜ୍ୟରେ ରେକର୍ଡ ସମୟ ଭିତରେ ୭ଟି କୋଭିଡ୍-୧୯ ହସ୍ପିଟାଲ୍ କରାଯାଇଛି । ସମସ୍ତ ଜିଲ୍ଲାରେ ସ୍ୱତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ୍ ସ୍ଥାପନ କରାଯିବ ବୋଲି ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରକାଶ କରିଛନ୍ତି । ରାଜ୍ୟର କୌଣସି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଏସ୍ସିବି…