Odia News Portal
Monthly Archives

April 2020

ଗାଡ଼ି ପାସ୍‌ର ଅପବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର () ଲକ୍‌ଡାଉନ୍‌ ଘୋଷଣା ପରେ ମଧ୍ୟ ରାଜଧାନୀରେ ଗାଡ଼ି ଚାଳକଙ୍କ ଭିଡ଼ କମି ନଥିଲା । ରାଜରାସ୍ତା ଠାରୁ ଆରମ୍ଭ କରି ଗଳିକନ୍ଦି ଓ ବଜାରଘାଟରେ ଭିଡ଼ ବଢ଼ିଥିଲା । କେତେକ ଗାଡ଼ି ଚାଳକ ଅନାବଶ୍ୟକ ଭାବେ ବିଭିନ୍ନ ବାହାନା ଦେଖାଇ ରାଜଧାନୀରେ ବୁଲିଲେ । ଫଳରେ କମିଶନରେଟ୍‌ ପୁଲିସ ପାଇଁ…

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଲାଗି ପଡିଛନ୍ତି ୬ଲକ୍ଷ ଏସଏଚ୍‍ଜିର ୭୦ଲକ୍ଷ ମହିଳା

ଭୁବନେଶ୍ୱର : କରୋନା ମୁକାବିଲାରେ ମିଶନ ଶକ୍ତି ଏବେ ଓଡିଶା ଶକ୍ତି ଭାବେ କାର୍ଯ୍ୟ କରୁଛି । ଏହି ବିପତ୍ତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗ୍ରହଣ କରିଥିବା ପଦକ୍ଷେପରେ ଏବେ ମିଶନ ଶକ୍ତିର ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଗୁଡିକ ଅଗ୍ରଭାଗରେ ଅଛନ୍ତି । ରାଜ୍ୟର ଗାଁ ଠାରୁ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଉତ୍ତରାଷାଢ଼ା ନକ୍ଷତ୍ରରେ ମଙ୍ଗଳ ଥିବାରୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ ଆଗଭର ହେବେ। ଉତ୍ତମ ବୁଝାମଣା ଯୋଗୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ । ଅଫିସରେ ଜଣେ ବନ୍ଧୁଙ୍କ କାର୍ଯ୍ୟକଳାପକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ । ସନ୍ତାନଙ୍କ ଅଶାନ୍ତ…