ବାତ୍ୟା ସ୍ଥିତି ଅନୁଧ୍ୟାନ ୫ଟି ସଚିବ ଓ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର() ସ୍ବତନ୍ତ୍ର ରିଲିଫ କମିସନରଙ୍କ ଅଫିସ୍ରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ତାଙ୍କ ସହ 5T ସଚିବ ଭି.କେ. ପାଣ୍ଡିଆନ ମଧ୍ୟ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି।
ସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟ ଶାସନ ସଚିବଙ୍କ ସୂଚନା ଦେଇ…