Odia News Portal
Monthly Archives

May 2020

୪୮ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର() ରାଜ୍ୟରେ ଚିହ୍ନଟ ହୋଇଥିବା ଆଉ ୪୮ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଗଞ୍ଜାମରେ ଚିହ୍ନଟ ହୋଇଥିବା ୧୫ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ସୁରତ ଫେରନ୍ତା ଓ ସେମାନେ କ୍ୱାରେଣ୍ଟିନରେ ଥିଲେ, ଅନ୍ୟଜଣେ ଆକ୍ରାନ୍ତ ବେଙ୍ଗାଲୁରୁ ଫେରନ୍ତା ବୋଲି ଜଣାପଡ଼ିଛି । ସେହିପରି…

ଦକ୍ଷିଣକୁ ଅନେଇଛି ଅମ୍ପାନର ଆଖି, ଦେଖନ୍ତୁ ଚିତ୍ର

ଭୁବନେଶ୍ବର() ଭୀଷଣ ବାତ୍ୟାର ରୁପ ନେଇଛି ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ବାତ୍ୟା ‘ଅମ୍ଫାନ’ । ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆସନ୍ତା ୬ ଘଂଟା ମଧ୍ୟରେ ଏହା ଏକ୍ସଟ୍ରିମଲି ସିିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବ । ସମୁଦ୍ର ଭିତରେ ଏହା ଘଂଟାକୁ ୧୩ କିଲୋମିଟର ବେଗରେ…

ଆଉ ୪୮ନୂଆ ପଜିଟିଭ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି

ଭୁବନେଶ୍ୱର ()ରାଜ୍ୟରେ ଆଉ ୪୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି । ୪୮କରୋନା ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳରେ ୨, ଯାଜପୁରରେ ୧୬, ଗଞ୍ଜାମରେ ୧୫, ପୁରୀରେ ୪, କେନ୍ଦ୍ରାପଡ଼ାରେ ୩, ନୟାଗଡ଼ରେ ୩, ବଲାଙ୍ଗିରରେ ୨, ବୌଦ୍ଧରେ…

ଏହି ଦୁହେଁ ଚର୍ଚ୍ଚିତ ହସ ପେଡ଼ି : ତୁଟିଲା ମତଭେଦ ! ଏବେ ସାଥି ହୋଇ ଲୋକଙ୍କୁ ହସେଇବେ

ନୂଆଦିଲ୍ଲୀ : କପିଲ୍‌ ଶର୍ମା ଓ ସୁନିଲ୍‌ ଗ୍ରୋଭର । ଦୁହେଁ ଚର୍ଚ୍ଚିତ ହସ ପେଡ଼ି । ଏହି ଯୋଡ଼ିକୁ ଦର୍ଶକ ଖୁବ୍‌ ପସନ୍ଦ କରନ୍ତି । ସମସ୍ତେ ଏହା ଚାହାନ୍ତି କି ପୁଣି ଉଭୟ ସାଥିରେ ଆସି ସମସ୍ତଙ୍କ ହସେଇ ହସେଇ ବେଦମ କରିଦିଅନ୍ତୁ। ଏବେ ‘ଦ କପିଲ୍ ଶର୍ମା ଶୋ’ ସହ ଜଡ଼ିତ ଖବର ସାମନାକୁ…

ପୁଣି ଲଜ୍ଜା : ଅପହରଣ ହୋଇଥିବା ନାବାଳିକା ଯାଜପୁରରୁ ଉଦ୍ଧାର, ବର୍ତ୍ତମାନ ୩ମାସର ଗର୍ଭବତୀ

ଭୁବନେଶ୍ବର : ପୁଣି ଲଜ୍ଜା । ବର୍ଷକ ତଳେ ଉତ୍ତରା ଫାଣ୍ଡି ଅଞ୍ଚଳରୁ ଅପହରଣ କରାଯାଇଥିବା ନାବାଳିକା ଯାଜପୁର ମଙ୍ଗରାଜପୁର ଥାନା ଅଧୀନ ପକଟପୁର ଗ୍ରାମକୁ ଉଦ୍ଧାର । ଗତକାଲି ପୋଲିସ୍ ଉକ୍ତ ଗ୍ରାମରେ ଚଢାଉ କରି ନାବାଳିକାଙ୍କୁ ଉଦ୍ଧାର କରିଛି। ଦୁଃଖର କଥା ନାବାଳିକା ଜଣଙ୍କ ବର୍ତ୍ତମାନ ୩ ମାସର…

ଲକ୍‍ ଡାଉନ୍‍ ବଢାଇଲା ପୁଲିସ୍‍ କର୍ମଚାରୀଙ୍କ ଦୁଃଖ

ଭୁବନେଶ୍ୱର: ଲକ୍‍ ଡାଉନ୍‍ ଅବଧି ମଇ ୩୧ ପର୍ଯ୍ୟନ୍ତ ବଢିବା ସହିତ ପୁଲିସ୍‍ କର୍ମଚାରୀଙ୍କ ଚିନ୍ତା ବଢିଯାଇଛି । ଅସହ୍ୟ ଖରା ଓ ଗରମରେ ପାଖାପାଖି ଦୁଇମାସ କାଳ ରାସ୍ତାରେ ସିଝିବା ପରେ ଲକ୍‍ ଡାଉନ୍‍ ଶେଷ ନେଇ ସମସ୍ତେ ଆଶାବାଦୀ ଥିଲେ । ହେଲେ ତାହା ହୋଇପାରି ନାହିଁ । ମଇ ୩୧ ତାରିଖ ପର୍ଯ୍ୟନ୍ତ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ କର୍ମକ୍ଷେତ୍ରରେ ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ସମର୍ଥ ହେବେ। ବିଭିନ୍ନ ପ୍ରକାରର କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ…

ପୁରୀରେ ଆଉ ୪ ପଜିଟିଭ

ପୁରୀ() ଆଜି ପୁରୀ ଜିଲ୍ଲାରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୪କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀର ଟାଉନର ୨ ଜଣ, ପିପିଲିର ଜଣେ ଓ କୋଣାର୍କରେ ଜଣେ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାକୁ…

ଆଉ ୨ ପଜିଟିଭ, କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦କୁ ବୃଦ୍ଧି

ଭୁବନେଶ୍ୱର()ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୩୦କୁ ବୃଦ୍ଧି ପାଇଛି ।ଏହି ୨ ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲାର ବୋଲି ସୂଚନା ମିଳିଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତାଙ୍କ ପତ୍ର

ଭୁବନେଶ୍ୱର : ଦେଶର ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡିଆ ଶ୍ରମିକ, ଛାତ୍ର ତଥା ଅନ୍ୟାନ୍ୟ ଓଡିଆ ମାନଙ୍କୁ ଫେରାଇ ଆଣିବା ପାଇଁ ଅଧିକ ଟ୍ରେନ୍ ଚଳାଚଳ ପାଇଁ ଉଦ୍ୟମ କରିବା ପାଇଁ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି…