ଲକଡାଉନ ବେଳେ ବେଶ ଭଲରେ ତିଆରି ଚାଲିଛି ଦେଶୀ ମଦ
ଖୋର୍ଦ୍ଧା : କରୋନା ପାଇଁ ଦେଶରେ ଜାରି ରହିଛି ତାଲାବନ୍ଦ । ତାଲାବନ୍ଦ ପାଇଁ ଲୋକମାନେ ନାହିଁନଥିବା ସମସ୍ୟାର ସମ୍ମୁଖିନ ହେଉଥିବା ବେଳେ ମାଲାମାଲ ହେଉଛନ୍ତି ଦେଶୀ ମଦ ବ୍ୟବସାୟୀ । ଲକଡ଼ାଉନ ପାଇଁ ବିଦେଶୀ ମଦ ଦୋକାନ ବନ୍ଦ ରହିଥିବାରୁ ଏହାର ଭରପୁର ଫାଇଦା ଉଠାଉଛନ୍ତି ଦେଶୀ ମଦ ମାଫିଆ ମାନେ ।…