୪୮ ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର
ଭୁବନେଶ୍ୱର() ରାଜ୍ୟରେ ଆଜି ୪୮ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୪୮ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ସରକାର । ପୁରୀ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୦ଆକ୍ରାନ୍ତ ସୁରତ ଫେରନ୍ତା ହୋଇଥିବା ବେଳେ ସମସ୍ତେ କ୍ୱାରେଣ୍ଟିନରେ ଥିଲେ । ସେହିପରି କଟକରେ ଚିହ୍ନଟ ହୋଇଥିବା…