କେନ୍ଦ୍ରାପଡାରେ ଆଉ ୧୩ ପଜିଟିଭ
ଭୁବନେଶ୍ୱର()ରାଜ୍ୟରେ ଆଉ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ କେନ୍ଦ୍ରାପଡା ଜିଲ୍ଲା ବୋଲି ସୂଚନା ଦେଇଛନ୍ତି କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବର୍ମା ।ଏହାକୁ ମିଶାଇ କେନ୍ଦ୍ରାପଡା ଜିଲ୍ଲାରେ…