କରୋନା ଯମକୁ ଦେଖିବା ପାଇଁ ଲୋକଙ୍କ ଭିଡ଼
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଏକ କରୋନା ଯମ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା । ଏହାର ନେତୃତ୍ୱ ନେଇଥିଲେ ଏସ୍ପି ସାରା ଶର୍ମା । ଜନସାଧାରଣଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବା ପାଇଁ ଏହି ପ୍ରୟାସ ଥିଲା ଅନ୍ୟତମ । ଯାହା ଲୋକମାନଙ୍କ ଦ୍ୱାରା…