ସତର୍କ ରୁହ ୧୪ ଜିଲ୍ଲା
ଭୁବନେଶ୍ୱର() ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଭାଗ କାର୍ୟ୍ୟାଳୟ ପକ୍ଷରୁ ରାଜ୍ୟର ୧୪ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି…