ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ଆଜି ସକାଳୁ ସକାଳୁ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ସମସ୍ୟାକୁ ସୁଧାରି ନେବେ କିନ୍ତୁ ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ପରିବହନ ତଥା…