Odia News Portal
Monthly Archives

May 2020

ଆମେ ଘରକୁ ଯିଵୁ : ସିମେଣ୍ଟ ମିକ୍ସରରେ ପଶିକରି ଆସୁଛନ୍ତି ଶ୍ରମିକ

ଇନ୍ଦୋର ମେ ୨- ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଜ୍ୟରେ ଶ୍ରମିକମାନେ ଫସି ରହିଛନ୍ତି । କେତକ ରାଜ୍ୟରୁ ଶ୍ରମିକମାନେ ଚାଲି ଚାଲି ନିଜ ରାଜ୍ୟରୁ ଫେରୁଥିବା ନଜିର ରହିଛି । ଆଗରୁ କଣ୍ଟେନରମାନଙ୍କରେ ଶ୍ରମିକମାନେ ଫେରୁଥିବା ଖବର ମିଳିଥିବା ବେଳେ ଏବେ ନିଜ ରାଜ୍ୟକୁ ଫେରିବା ପାଇଁ ଶ୍ରମିକମାନେ…

ଯାହା ବି କରୁଛନ୍ତି ଅନୁଶାସନ ସହ କରନ୍ତୁ

ଭୁବନେଶ୍ୱର() କରୋନା ନେଇ ଅପଡ଼େଟ ଦେଇଛନ୍ତି ଆଇଇସି ମୁଖ୍ୟ ସୁବ୍ରତ ବାଗଚୀ । ସେ କହିଛନ୍ତି ଯେ କରୋନା ବିରୋଧୀ ଲଢ଼େଇରେ ଏହି ସବୁ ନୀତିକୁ ରାଜ୍ୟ ସରକାର ଆପଣେଇଛନ୍ତି । ଯାହା ବି କରନ୍ତୁ ମାନବିକତା ସହ କରନ୍ତୁ ବୋଲି ସେ କହିଛନ୍ତିି । ଯାହା ବି କରାଯିବ ମହତ୍ତର ଉଦ୍ଦେଶ୍ୟ ସହ କରାଯିବ । ଯାହା…

ପ୍ରଶାନ୍ତି ଵିହାରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ବର୍ତମାନର ସମୟରେ ରକ୍ତ ଅଭାବରୁ କେହି ଅସୁବିଧାରେ ନ ପଡନ୍ତୁ ଏଥି ପ୍ରତି ଦୃଷ୍ଟି ଦେଇ ରକ୍ତ ଦାନ କାର୍ଯ୍ୟକ୍ରମରେ ସାମୁହିକ ଯୋଗଦାନ ନିମନ୍ତେ ଅନୁରୋଧ କରିଥିଲେ ଉତ୍ତର ବିଧାୟକ ସୁଶାନ୍ତ ରାଉତ । ଆଜି ସମାଜସେବୀ ମିହିର…

କରୋନା ମୁକାବିଲା ନେଇ ଓଡ଼ିଶାର ପଦକ୍ଷେପକୁ ୟେଦିୟୁରପ୍ପାଙ୍କ ପ୍ରଶଂସା

ଭୁବନେଶ୍ୱର() ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଓ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦିୟୁରପ୍ପାଙ୍କ ସହ ଭିଡ଼ିଓ କନଫରେନ୍ସ ଜରିଆରେ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଥିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଥିଲେ । କରୋନା ମୁକାବିଲା…

ଓଡ଼ିଶା ଅଭିମୁଖେ ୩ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର() କରୋନା ଭାଇରସ୍ ପାଇଁ ଦେଶ ଓ ରାଜ୍ୟ ଲକ୍ ଡାଉନ ରହିଛି । ତେଣୁ ରାଜ୍ୟ ବାହାରେ ବହୁ ଶ୍ରମିକ ଫସି ରହିଛନ୍ତିି । ସେମାନଙ୍କୁ ଫେରାଇ ଆଣିବା ପାଇଁ ସ୍ୱତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଇଛି । ସେହିପରି ଆଜି ସୁରତ ଓ ଏର୍ଣ୍ଣାକୁଲମରୁ ପ୍ରବାସୀ ଶ୍ରମିକଙ୍କୁ ଧରି ଓଡ଼ିଶା ଅଭିମୁଖେ…

ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬କୁ ବୃଦ୍ଧି ପାଇଛି । ନୂଆ ଆକ୍ରାନ୍ତ ଦୁଇ ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି । ଯାଜପୁରରେ କରୋନା ଆକ୍ରାନ୍ତ ସଂଖ୍ୟା ୪୭କୁ ବୃଦ୍ଧି ପାଇଛି । ଉଲ୍ଳେଖଯୋଗ୍ୟ ଯେ…

ଘରୋଇ ହସ୍ପଟାଲକୁ ରାଜ୍ୟ ସରକାରଙ୍କ ତାଗିଦ

ଭୁବନେଶ୍ବର() ଘରୋଇ ହସ୍ପଟାଲକୁ ରାଜ୍ୟ ସରକାରଙ୍କ ତାଗିଦ । କରୋନା ଲକ୍ଷଣ ନଥିଲେ ଟେଷ୍ଟିଂ ପାଇଁ ବାଧ୍ୟ କରିପାରିବେ ନାହିଁ ହସ୍ପିଟାଲ କର୍ତ୍ତୃପକ୍ଷ । ଡାଇଲେସିସ, କେମୋ ସମେତ ଗୁରୁତର ରୋଗୀଙ୍କୁ କିଛି ଘରୋଇ ହସ୍ପିଟାଲ, କ୍ଲିନିକ୍‌ ଟେଷ୍ଟ ପାଇଁ ବାଧ୍ୟ କରୁଥିବାର ଅଭିଯୋଗ ପରେ ସ୍ୱାସ୍ଥ୍ୟ…

ଲିଟର ରକ୍ତ ୧୦ ଲକ୍ଷ

କରୋନାକୁ ନେଇ ସାରା ବିଶ୍ୱରେ ଭୟାଭହ ପରିସ୍ଥିତି ଦେଖିବାକୁ ମିଳୁଛି । ବର୍ତ୍ତମାନ ସୁଦ୍ଧା ଏହାର କୌଣସି ଟୀକା ବା ଚିକିତ୍ସା ପଦ୍ଧତି ବାହାରି ନଥିଲେ ବି କରୋନାରୁ ସୁସ୍ଥ ହେଉଥିବା ରୋଗୀର ରକ୍ତରୁ ଅନ୍ୟ ଆକ୍ରାନ୍ତଙ୍କୁ ବଞ୍ଚାଇବାର ଚେଷ୍ଟା ଚାଲିଛି । କିନ୍ତୁ ଏହି ପ୍ଲାଜମା ଥେରେପି ଦ୍ୱାରା…

୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଦକ୍ଷିଣ ଅଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉକ୍ତ ଅଞ୍ଚଳରେ ଅଧିକ ସକ୍ରିୟ ହୋଇ ପରବର୍ତ୍ତି ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ । ଯାହା ଆସନ୍ତା ୫ ତାରିଖ ଆଡକୁ ଉତ୍ତର-ଉତ୍ତରପଶ୍ଟିମ ଦିଗରେ ଗତି କରିବ ।…

୧୫ ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ଦେଲେ ରାଜ୍ୟ ସରକାର

ଭୁବନେଶ୍ବର()    ଏକକାଳୀନ ୧୫ ଜଣ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ବା ଗସ୍ତ ବିବରଣୀ ଦେଇଛନ୍ତି ରାଜ୍ୟ ସରକାର । ୧୨୯ ରୁ ୧୪୩ ନମ୍ବର କରୋନା ଆକ୍ରାନ୍ତଙ୍କ ବିବରୀଣୀ ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବଡକଥା ହେଉଛି, ଏମାନେ ସମସ୍ତଙ୍କର ରହିଛି କୋଲକାତା ଲିଙ୍କ ।…