ଯାଜପୁରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର() ରାଜ୍ୟରେ ଆଉ ୨ ଜଣ କରୋନା ପଜିଟିଭ ଚିହ୍ନଟ । ଚିହ୍ନଟ ହୋଇଥିବା ପଜିଟିଭ ଯାଜପୁର ଜିଲ୍ଲାର । ଏହାସହ ଯାଜପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮କୁ ବୃଦ୍ଧି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟା ଓ୍ବାବସାଇଟ ପଖ୍ୟରୁ ସୂଚନା ମିଳିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା…