ଆଜି କ୍ୟାବିନେଟରେ ୨୪ଟି ପ୍ରସ୍ତାବ ଉପରେ ମୋହର ବାଜିବ
ଭୁବନେଶ୍ବର() ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହେବ । ପଞ୍ଚମ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଦିନ ରାଜ୍ୟ ସରକାର ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । କ୍ୟାବିନେଟରେ ୨୪ଟି ପ୍ରସ୍ତାବ ଉପରେ ମୋହର…