ଆଜି ପବିତ୍ର ହେରାପଞ୍ଚମୀ
ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ମହାପ୍ରଭୁ ଜଗନ୍ନାଥଙ୍କ ରଥ ଭାଙ୍ଗିବେ ଅଭିମାନୀ ମା’ ଲକ୍ଷ୍ମୀ ଠାକୁରାଣୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଘୋଷଯାତ୍ରାରେ ନିଜ ପ୍ରାଣପ୍ରିୟା ପତ୍ନୀ ମା ଲକ୍ଷ୍ମୀଙ୍କୁ ଛାଡ଼ି ଜନ୍ମବେଦୀଙ୍କୁ ଆସିଛନ୍ତି । ଏଥିପାଇଁ ମା’ ଠାକୁରାଣାୀ ମହାପ୍ରଭୁଙ୍କ…