ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତିଲେ ଯାତ୍ରୀ
ଭୁବନେଶ୍ବର : ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ୧୬ନଂ ଜାତୀୟ ରାଜପଥର ବଡ଼ଚଣା ଛକ ନିକଟରେ। ଅଚାନକ ଗାଡି ସାମ୍ନାରେ ଏକ ଗାଈ ପସି ଯିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ରାଜପଥ ଉପରେ ଓଲଟି ପଡିଥିଲା।
ଏଥିରେ ଭୁବନେଶ୍ବରରୁ କେନ୍ଦୁଝର ଅଭିମୁଖେ…