ମାସ୍କ ଉଲ୍ଲଂଘନକାରୀଙ୍କ ଠାରୁ ୧ କୋଟି ୨୫ ଲକ୍ଷ ଫାଇନ ଆଦାୟ
ଭୁବନେଶ୍ୱର() ମାସ୍କ ପିନ୍ଧିନଥିବା ଅମାନିଆ ମୋଟା ଅଙ୍କର ଜୋରିମାନା ଦେଇଛନ୍ତି । ମାସ୍କ ଉଲ୍ଲଂଘନକାରୀଙ୍କ ଠାରୁ କୋଟିଏରୁ ଅଧିକ ଟଙ୍କାର ଜୋରିମାନା ଆଦାୟ କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବୈଠକ ପରେ ପୁଲିସ ଡିଜି ଅଭୟ ଏହି ସୂଚନା ଦେଇଛନ୍ତି ।
ତାଙ୍କ ସୂଚନା…