Odia News Portal
Monthly Archives

June 2020

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର() ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ମୌସୁମୀ ଓଡ଼ିଶା ଛୁଇଁବା ଫଳରେ ଆଜିଠାରୁ ରାଜ୍ୟରେ ସ୍ଥାନେ ସ୍ଥାନେ ବର୍ଷା ମଧ୍ୟ ଆରମ୍ଭ ହୋଇଛି । କିନ୍ତୁ ପୂର୍ବରୁ ୧୧ କି ୧୨ରେ ମୌସୁମୀ ଛୁଇଁବା ନେଇ…

ନାଇଟ କର୍ଫ୍ୟୁ କୋହଳ

ଭୁବନେଶ୍ୱର() ଆଉ ଦୁଇ ଦିନ ପରେ ଓଡ଼ିଆଙ୍କ ରଜ ପର୍ବ । ରଜ ପର୍ବ ପାଇଁ କର୍ଫ୍ୟୁ କୋହଳ କରିଛନ୍ତି ରାଜ୍ୟ ସରକାର । ଆସନ୍ତାକାଲି ନାଇଟ କର୍ଫ୍ୟୁକୁ କୋହଳ କରାଯାଇଛି । ୧୨ ତାରିଖ ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟା ପରେ କର୍ଫ୍ୟୁ ଲାଗୁ ହେବ । ରାତି କର୍ଫ୍ୟୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର…

ମହାପ୍ରଭୁଙ୍କ ଫୁଲୁରୀ ତେଲରେ ଉପଚାର ଆରମ୍ଭ

ପୁରୀ() ଶ୍ରୀମନ୍ଦିରରେ ଚାଲିଛି ମହାପ୍ରଭୁଙ୍କ ମାନବୀୟ ନୀଳା । ଆଜି ମହାପ୍ରଭୁଙ୍କ ଓଷଲାଗି ନୀତି । ଏହି ନୀତି ଆଗାମୀ ୩ ଦିନ ପର୍ଯ୍ୟନ୍ତ ଚାଲୁ ରହିବ । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ମହାପ୍ରଭୁ ଅସୁସ୍ଥ ହୋଇପଡଛନ୍ତି । ଅଣସରପିଣ୍ଡିରେ ମହାପ୍ରଭୁ ଗୁପ୍ତସେବା ଚାଲିଛି । ଫୁଲୁରୀ…

ଉତ୍ପାଦନ ଖର୍ଚ୍ଚ ବଢିଥିବାକୁ ବହୁ ରାଜ୍ୟ ଅଧିକ ମୂଲ୍ୟରେ ମାସ୍କ କିଣିଛନ୍ତି

ଭୁବନେଶ୍ୱର() କରେନା ଭଳି ମହାମାରୀ ସମୟରେ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ମାସ୍କ କିଣାରେ କୌଣସି ଦୁର୍ନୀତି ହୋଇନାହିଁ ବୋଲି ସାଂସଦ ତଥା ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଆଜି ସ୍ପଷ୍ଟ କରିଛନ୍ତି । ଆଜି ଏଠାରେ ଏକ ସମ୍ବାଦିକ ସମ୍ମିଳନୀରେ ଶ୍ରୀ ପାତ୍ର ୧୦ ଟଙ୍କାର ମାସ୍କକୁ ୧୬ ଟଙ୍କାରେ…

କରୋନା ପଜିଟିଭ୍ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ବର()ଚିକିତ୍ସାଧିନ ଅବସ୍ଥାରେ ଭୁବନେଶ୍ବରର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମହିଳା ଜଣଙ୍କ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତାଙ୍କ ବୟସ ୩୮ ବର୍ଷ । ମହିଳା ଜଣଙ୍କ ସୋରିୟାସିସ୍ ରୋଗରେ ପୀଡିତ ଥିଲେ । ସେ ଦୀର୍ଘ ଦିନ ଧରି ଚିକିତ୍ସିତ ହେଉଥିଲେ ଏବଂ ଇମ୍ୟୁନୋସପ୍ରେସାଣ୍ଟ…

ଆଉ ୧୩୬ ପଜିଟିଭ, ଲୋକାଲ କେସ ୨

ଭୁବନେଶ୍ୱର ()ରାଜ୍ୟରେ ଆଉ ୧୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬କୁ ବୃଦ୍ଧି ପାଇଛି । ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ଜଣ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବା ବେଳେ ୨ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ…

ଶପଥ ନେଲେ ଜଷ୍ଟିସ ସାବିତ୍ରୀ ରଥ

କଟକ() ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ସାବିତ୍ରୀ ରଥ । ସକାଳ ୧୦.୩୦ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା । ପୁରୁଣା ହାଇକୋର୍ଟ ବିଲ୍ଡିଂର ନୂତନ ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ ଉତ୍ସବ ହୋଇଛି । ହାଇକୋର୍ଟ ମୁଖ୍ୟ ବିଚାରପତି ସାବିତ୍ରୀ ରଥଙ୍କୁ ଶପଥ ପାଠ କରାଇଛନ୍ତି…

୨୪ଘଣ୍ଟାରେ ୩୫୭ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ() ଦେଶରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଳାଗିଛି କରୋନା । ଏନେଇ ଲୋକମାନେ ଭୟଭିତ ଅବସ୍ଥାରେ ରହିଛନ୍ତି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ଟପି ୮,୧୦୨ରେ ପହଞ୍ଚିଛି । ସେହିପରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୮୬ହଜାର ୫୭୯ ରହିଛି । ଏହାସହ ୧,୪୧,୦୨୮ ଆକ୍ରାନ୍ତ…

ପରପୀଡନକାରୀ ଓ ସେଟିଙ୍ଗଵାଜ୍ ଏବେ ମାମଲତକାର

ଭୁବନେଶ୍ବର : ପ୍ରଥମେ ସମର୍ଥନର ଘୋଷଣା, ଆଉ ଏବେ ଶସ୍ତା ରାଜନୀତି ପାଇଁ ସରକାରଙ୍କ ଗୋହୀ ଖୋଳିବାକୁ ଉଦ୍ୟମ ।ରାଜ୍ୟରେ ବିରୋଧୀ ଦଳ ଓ କିଛି ପରପୀଡ଼ନକାରୀ କରୋନା ଯୁଦ୍ଧ ସମୟରେ ଏଭଳି ଏକ ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି କରିଛନ୍ତି । କରୋନା ଲଢେଇରେ ସରକାର ନିଜର କଳ ବଳ କୌଶଳ ସବୁ କିଛି…

ମୋ ବସରେ କ୍ୟାସଲେସ ଟିକେଟ ସେବା ଆରମ୍ଭ

ଭୁବନେଶ୍ବର : ମୋ ବସରେ କ୍ୟାସଲେସ ଟିକେଟ ସେବା ଆରମ୍ଭ । କରୋନା ସଂକ୍ରମଣ ଭିତରେ ସାମାଜିକ ଦୂରତା ସହ ଡିଜିଟାଲ ପେମେଣ୍ଟକୁ ପ୍ରାଧାନ୍ୟ ଦେଇଛି କ୍ରୁଟ୍‌ । ସ୍ୱତନ୍ତ୍ର QR କୋଡକୁ ସ୍କାନ କରି ପେମେଣ୍ଟ କରିବେ ଯାତ୍ରୀ । ଏଥିପାଇଁ ବସର ଗାଇଡଙ୍କୁ ଏକ କାର୍ଡ ପ୍ରଦାନ କରାଯାଇଛି । ଯାହାଦ୍ୱାରା…