ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର() ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୨୮୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୪୯ଙ୍କ ମଧ୍ୟରୁ ଗଞ୍ଜାମରୁ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱରରୁ ୭, ଯାଜପୁରରୁ ୭,…