ଆଉ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ନୂଆ ୭୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୧୬ଟି ଜିଲ୍ଲାରୁ ୭୫ ଜଣ ଚିହ୍ନଟ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳ ଅଛନ୍ତି । ଖୋର୍ଦ୍ଧା ଓ ସୁନ୍ଦରଗଡରୁ ସର୍ବାଧିକ ୧୮ ଜଣ ଲେଖାଏଁ ଆକଆନ୍ତ…