ସମର୍ପିତ ଓଡ଼ିଶା ଓ କମିଶନରେଟ ପୋଲିସର ପକ୍ଷରୁ ରକ୍ତଦାନ ଶିବିର
ଭୁବନେଶ୍ୱର : ଆଜି ସମେଇଗାଡ଼ିଆ ଠାରେ ସମର୍ପିତ ଓଡିଶା ଓ କମିଶନେରେଟ ପୋଲିସର ମିଳିତ ଆନୁକୂଲ୍ୟରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର, ଆୟୋଜନ କରାଯାଇଥିଲା।
ସମାଜସେବୀ ଦେବେନ୍ଦ୍ର ପତି ଓ ଶ୍ରୀମତୀ ସୁନିତା ପତିଙ୍କର ସଂଯୋଜନାରେ କ୍ୟାପିଟାଲ ହସ୍ପିଟାଲର ରକ୍ତଭଣ୍ଡାର ଦ୍ୱାରା ରକ୍ତ ସଂଗ୍ରହ…