ଆଜି ୧୫୦୩ ପଜିଟିଭ, ୫୦୧ ଲୋକାଲ କେସ, ଖୋର୍ଦ୍ଧାରୁ ୨୨୩
ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୧୫୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା…