ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
ଆଜି ଚନ୍ଦ୍ର ରାଶ୍ୟାଧିପଙ୍କ ଦୃଷ୍ଟିରେ ରହିଥିବାରୁ ମନସ୍ଥ କାର୍ଯ୍ୟଟି ହାସଲ ପାଇଁ ଚେଷ୍ଟିତ ହେବେ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ମତାନ୍ତରଜନିତ ବିତର୍କ ଘଟିବାର ଆଶଙ୍କା ରହିଛି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ…