ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର() ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି । ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟବସ୍ଥାକୁ ନେଇ ମୁଖ୍ୟମନ୍ତ୍ରୀ ଚିନ୍ତାବ୍ୟକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ସମସ୍ତଙ୍କ ସ୍ନେହ ଓ ସଦିଚ୍ଛା ପାଇଁ ସେ…