ରାଜ୍ୟରେ ସର୍ବାଧିକ ୧୦୭୮ କରୋନା ସଂକ୍ରମିତ ଚିହ୍ନଟ, ୩୫୭ ଲୋକାଲ କେସ
ଭୁବନେଶ୍ୱର() ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୩୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ…