ଭୁବନେଶ୍ବର-କଟକକୁ ୩୦ କୋଟି, ଦୁଇ ସହରର ବସ୍ତି ଉପରେ ଅଧିକ ଫୋକସ
ଭୁବନେଶ୍ଵର : ଖୋର୍ଦ୍ଧା ଓ କଟକ ଜିଲ୍ଲାକୁ ରାଜ୍ୟ ବାହାରୁ ଏକ ଲକ୍ଷରୁ ଅଧିକ ପ୍ରବାସୀ ଆସିଥିଲେ ମଧ୍ୟ ଖୋର୍ଦ୍ଧା (ଭୁବନେଶ୍ବର) ଓ କଟକ ଜିଲ୍ଲାରେ କୋଭିଡ ପରିସ୍ଥିତି ନିୟନ୍ତ୍ରଣାଧୀନ ଅଛି। ଖୋର୍ଦ୍ଧା ଜିଲ୍ଲାରେ ସୁସ୍ଥତା ହାର ୭୦ ପ୍ରତିଶତ ଥିବାବେଳେ କଟକ ଜିଲ୍ଲାରେ ଏହା ୭୧ ପ୍ରତିଶତ ରହିଛି,…