ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ
ଭୁବନେଶ୍ୱର ()ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ । ଭେଟେରାନ୍ କଳାକାର ବିଜୟ ମହାନ୍ତି ଆଉ ନାହାଁନ୍ତି । ଏକ ଘରୋଇ ହସ୍ପିଟାଲରେ ତାଙ୍କର ଆଜି ପରଲୋକ ଘଟିଛି । ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ । ୭୦ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । ଏହା ପରେ ଓଡିଆ ଚଳଚ୍ଚିତ ଜଗତରେ ଶୋକର…