ରୋଗୀଙ୍କ ସୁବିଧା, କୋଭିଡ ଯୋଦ୍ଧାଙ୍କ ସୁରକ୍ଷା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଭୁବନେଶ୍ୱର() ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରିଥଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କୋଭିଡ ରୋଗୀଙ୍କ ସୁବିଧା, କୋଭିଡ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଆରୋପ କରିଥିଲେ। ଏହାସହିତ ରାଜ୍ୟର ୫ଟି ଫୋକସ୍…