୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ
ପୁରୀ() ଶେଷ ହୋଇଛି ରଥଯାତ୍ରା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି ଯେ କିଭଳି ଭାବେ ସମ୍ପନ୍ନ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ ପ୍ରଦାନ କରିବେ । ଏଥିପାଇଁ ପୁଣି ଥରେ ରଥଯାତ୍ରାରେ ନିୟୋଜିତ ହୋଇଥିବା ସେବାୟତମାନଙ୍କର କୋଭିଡ ଟେଷ୍ଟ ଆରମ୍ଭ ହୋଇଛି…