Odia News Portal
Monthly Archives

July 2020

ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କ କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର () ଗତ ଜୁଲାଇ ୬ ତାରିଖରେ ୟୁଜିସି ପକ୍ଷରୁ ଜାରି କରାଯାଇଥିବା ପରିବର୍ତିତ ମାର୍ଗଦର୍ଶିକା ଏବଂ କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଅଫିସ ମେମୋରାଣ୍ଡମ ତା.୦୬.୦୭.୨୦୨୦ରେ ସମସ୍ତ ବିଶ୍ୱ ବିଦ୍ୟାଳୟ ଏବଂ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ସ୍ନାତକ ଓ ସ୍ନତକୋତ୍ତର ଶେଷ…

ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ବିଭତ୍ସ ହତ୍ୟାକାଣ୍ଡ

ଯାଜପୁର ରୋଡ : ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ପୁଣି ଏକ ବିଭତ୍ସ ହତ୍ୟାକାଣ୍ଡ । ମିର୍ଜାପୁର ପରେ ଆଜି ପୁଣି ଆଉ ଜଣେ ଶିକ୍ଷୟିତ୍ରୀଙ୍କୁ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ । ଘଟଣା ଘଟିଛି ଯାଜପୁର ରୋଡ ଥାନା ଅଞ୍ଚଳର ରାଛିପୁର ନୋହରା ଶାଳ ନିକଟରେ । ମୃତା ଜଣକ ନେଳିବାରୀ ସ୍କୁଲର…

ଆଜି ସର୍ବାଧିକ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର()  ଆଜି ଗୋଟିଏ ଦିନରେ ସର୍ବାଧିକ ୪୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଓଡିଶାରେ ସୁସ୍ଥ ସଂଖ୍ୟା ୭୪୦୭କୁ ବୃଦ୍ଧି ପାଇଛି । ତେବେ ଗଞ୍ଜାମରେ ସର୍ବାଧିକ ୧୦୦ ଓ ଗଜପତିରେ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୪୨, ଯାଜପୁରରୁ ୩୨,…

ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀ ଗିରଫ

ଭୁବନେଶ୍ୱର()  ଆୟୁସ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡ଼ଙ୍ଗୀଙ୍କୁ ଆଜି ଗିରଫ କରିଛି ମହିଳା ଥାନା ପୋଲିସ । ତାଙ୍କ ନାମରେ ନିଜ ଅଫିସ ର ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ମେସେଜ ପଠାଇଥିବା ଅଭିଯୋଗ ହୋଇଥିଲା । ଏନେଇ ଆଜି ତାଙ୍କୁ ଥାନାରେ ହାଜର ହେବାକୁ ମହିଳା ଥାନା ପୋଲିସ ନୋଟିସ ଜାରି କରିଥିଲା ।…

୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ

ଭୁବନେଶ୍ୱର() ଆଜି ସିବିଏସଇ ପରୀକ୍ଷା ଫଳ ପ୍ରକାଶ ତାରିଖ ପ୍ରକାଶ ପାଇଛି । ଆସନ୍ତା ୧୧ ଓ ୧୩ରେ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଜୁଲାଇ ୧୧ରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସେହିପରି ୧୩ରେ ଦଶକ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ମିଳିଛି ।…

ଭୁବନେଶ୍ବରରୁ ୩୨ ପଜିଟିଭ, ୧୮ ଲୋକାଲ କେସ

ଭୁବନେଶ୍ୱର() ଆଜି ରାଜ୍ୟରେ ୫୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୩୨ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଏହାସହ ୭ଜଣ…

ଭିନିଲ କ୍ରିଷ୍ଣା ସିଏମଓ OSD

ଭୁବନେଶ୍ୱର() ପ୍ରଶାସନିକ ସ୍ତରରେ ଛୋଟ ଧରଣର ଅଦଳ ବଦଳ ହୋଇଛି । ଆଇଏଏସ ଭିନିଲ କ୍ରିଷ୍ଣାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି । ସିଏମଓ କୋଭିଡ଼ ପରିଚାଳନାରେ ଓଏସଡ଼ି ହୋଇଛନ୍ତି ଭିନିଲ । ପୂର୍ବଭଳି ଓଏମସି ଏମଡ଼ି ଓ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ମଧ୍ୟ ସେ କାର୍ଯ୍ୟ କରିବେ । ଲାଲା ମନୋଜ କୁମାର ରାୟ…

ଏମସ ଓପିଡି ବନ୍ଦ

ଭୁବନେଶ୍ୱର() ଆସନ୍ତାକାଲି  ଠାରୁ ଭୁବନେଶ୍ୱର ଏମସ ଓପିଡି ବନ୍ଦ ରହିବ । ଏନେଇ ଭୁବନେଶ୍ୱର ଏମସ ନିଦେ୍ର୍ଧଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି । କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁଁ ଓପିଡି ବନ୍ଦ ରହିବ । କିଛି କର୍ମଚାରୀ କରୋନା ପଜିଟିଭ ଆସିଥିବାରୁ କର୍ମଚାରୀ ଅଭାବ ଦେଖାଦେଇଛି । ଆଉ…

କରୋନା ପାଇଁ SRCଙ୍କ ନୂଆ ଗାଇଡଲାଇନ

ଭୁବନେଶ୍ୱର() ବାହାଘରରେ ୧୦ ବର୍ଷରୁ କମ୍‌ ପିଲା ଯୋଗ ଦେଇ ପାରିବେ ନାହିଁ । ସେହିପରି ୬୫ ବର୍ଷରୁ ଅଧିକ ବୟସ୍କ ମଧ୍ୟ ସାମିଲ ହେବେନି ଏଭଳି କାର୍ୟ୍ୟକ୍ରମରେ । ଖାଲି ସେତିକି ନୁହେଁ, ଗର୍ଭବତୀ ମହିଳା, ଅସୁସ୍ଥ ବ୍ୟକ୍ତି ମଧ୍ୟ ଯୋଗ ଦେଇପାରିବେନି । ଏହି କଟକଣାକୁ କଡ଼ାକଡ଼ି ଲାଗୁ କରିବା ପାଇଁ…

୩୦ ପ୍ରତିଶତ ନୁହେଁ ଅଧିକ ପାଠ୍ୟକ୍ରମ ବି ହ୍ରାସ ହୋଇପାରେ

ଭୁବନେଶ୍ୱର() ସିବିଏସଇ ନବମରୁ ଦଶମ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ଯେ, ସିବିଏସଇର ନିଷ୍ପତ୍ତି ଉପରେ ବିଚାର କରାଯିବ । ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ ଖେଲିବା ନେଇ…