Odia News Portal
Monthly Archives

July 2020

ସ୍ୟାଣ୍ଡ ଆନିମେସନରେ ମହେନ୍ଦ୍ର ସିଂ ଧୋନିଙ୍କ ଜନ୍ମଦିନ ଶୁଭେଚ୍ଛା

ପୁରୀ : ୧୯୮୧ ମସିହା ଜୁଲାଇ ୭ ତାରିଖରେ ସେ ଝାଡଖଣ୍ଡର ରାଜଧାନୀ ରାଞ୍ଚିରେ ଜନ୍ମଗ୍ରହଣ କରିଥିଲେ । ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କର ଆଜି ଜନ୍ମଦିନ । ମହେନ୍ଦ୍ର ସିଂ ଧୋନି @୩୯ ବର୍ଷରେ ପଦାର୍ପଣ କରିଥିବାବେଳେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ସୁଟୁଛି ।…

ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ସ୍ବର୍ଗଦ୍ବାର ଠାରେ ଶେଷକୃତ ସମ୍ପର୍ଣ୍ଣ  

ପୁରୀ : ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସଙ୍କ ପୁରୀ ସ୍ବର୍ଗଦ୍ବାର ଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ ସମ୍ପର୍ଣ୍ଣ ହୋଇଛି । ତାଙ୍କ ପୁତ୍ର ବିଜୟ ଶଙ୍କର ଦାସ ମୁଖାଗ୍ନି ଦେଇଥିଲେ । ଶ୍ରୀ ଦାସ ଗତକାଲି ଇହଲୀଳା ସମ୍ବରଣ କରିଥିଲେ । ଏହି ଅବସରରେ ରାଜ୍ୟ ଯୋଜନା…

ଭିଏସ୍ଏସ୍ ନଗରରେ ବନମହୋତ୍ସବ ସପ୍ତାହ ପାଳନ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ଆଜି ଅପରାହ୍ନରେ ଭି,ଏସ୍,ଏସ ନଗର ତାରିଣୀ ମନ୍ଦିର ନିକଟ ଓଭର ବ୍ରିଜ୍ ନିକଟରେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ତରଫରୁ ବନମହୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ ବିଭିନ୍ନ ପ୍ରକାର ଔଷଧୀୟ ବୃକ୍ଷ ରୋପଣ କରାଯାଇଛି।…

ଆଉ ୨୧୭ ଆକ୍ରାନ୍ତ ସୁସ୍ଥ

ଆଜି ଆଉ ୨୧୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୨୧୭ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୯୬, ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୁରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨,…

ଗଞ୍ଜାମ ଜିଲ୍ଲାର ସହରାଞ୍ଚଳ ସଟଡାଉନ

ରାଜ୍ୟର ସବୁଠାରୁ ଗଞ୍ଜାମ ଜିଲ୍ଳା କରୋନା ପାଇଁ ବେଶି ପ୍ରଭାବିତ ହୋଇଛି । ତେଣୁ ଜୁଲାଇ ୯ରୁ ୧୩ଯାଏଁ ଗଞ୍ଜାମର ସବୁ ସହରାଞ୍ଚଳ ସଟଡ଼ାଉନ ରହିବା ନେଇ ଘୋଷଣା ହୋଇଛି । ୫ଟି ବ୍ଲକ ସଦର ମହକୁମା ଓ ୧୭ଟି ଏନଏସି ମଧ୍ୟ ସଟଡାଉନ ଘୋଷଣା କରାଯାଇଛି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା…

ଭୁବନେଶ୍ବରରୁ ୨୯ ପଜିଟିଭ, ଜାଣନ୍ତୁ କେଉଁ ଅଞ୍ଚଳର…

ଭୁବନେଶ୍ୱର() ରାଜ୍ୟରେ ୫୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୯ଜଣ ଭୁବନେଶ୍ୱରର ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୨୯ଜଣଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪ଜଣ, ସ୍ଥାନୀୟ ଅଞ୍ଚଳରୁ ୧୪ ଓ ଜଣେ କୋଭିଡ଼ ଯୋଦ୍ଧା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଏନେଇ…

ଟେକ ମହିନ୍ଦ୍ରା ଅଫିସ ସିଲ

ଭୁବନେଶ୍ୱର() କରୋନା ପାଇଁ ପୁଣି ଏକ ଅଫିସ ସିଲ କରାଯାଇଛି । ରାଜଧାନୀ ଭୁବନେଶ୍ୱରସ୍ଥ ମୈତ୍ରୀ ବିହାର ଅଞ୍ଚଳରେ ଥିବା ଟେକ ମହିନ୍ଦ୍ରା ଅଫିସକୁ ସିଲ କରାଯାଇଛି । କୋଭିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ବିଏମସି ପକ୍ଷରୁ ଉକ୍ତ ଅଫିସକୁ ସିଲ କରାଯାଇଛି । ସଂସ୍ଥାର ୭ କର୍ମଚାରୀ କରୋନା ପଜିଟିଭ…

ଆଗାମୀ ୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର() ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୫ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ସୂଚନା ମୁତାବକ ଜୁଲାଇ ୮ ଓ ୯ତାରିଖରେ ରାଜ୍ୟର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ମୋ ସରକାରରେ କୋଭିଡ୍‌ ପରିଚାଳନା

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । କୋଭିଡ୍‌ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ…

ଭାରତ ପରେ ଏହି ଦେଶରେ ବନ୍ଦ ହେବ ଟିକ୍‌ଟକ୍‌

ସର୍ଟ ଭିଡିଓ ମେକିଂ ଆପ୍‌ ଟିକ୍‌ଟକ୍‌ ହଂକଂରେ କାମ ବନ୍ଦ କରିବାକୁ ଘୋଷଣା କରିଛି। ଚୀନୀ ସରକାରଙ୍କ ତରଫରୁ ହଂକଂରେ ଲାଗୁ ହୋଇଥିବା ଜାତୀୟ ସୁରକ୍ଷା ଆଇନ୍‌ ଯୋଗୁ କମ୍ପାନୀ ଏହି ନିଷ୍ପତ୍ତି ନେଇଛି। ସୂଚନାଯୋଗ୍ୟ ଯେ ଏହି ନୂଆ ଆଇନ୍‌ ଲାଗୁ ହେବା ପରେ ସମସ୍ତ ଟିକ୍‌ଟକ୍‌ କମ୍ପାନୀକୁ ହଂକଂ…