ଡ.ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ବଳିଦାନ କେବେ ବି ବ୍ୟର୍ଥ ଯିବନି : ସମୀର ମହାନ୍ତି
ଭୁବନେଶ୍ୱର : ଆଜି ସ୍ୱର୍ଗତଃ ଡ. ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୧୯ ତମ ଜନ୍ମଜୟନ୍ତୀ । ୧୯୦୧ ଜୁଲାଇ ୬ ତାରିଖରେ ଡ. ମୁଖାର୍ଜୀ ଜନ୍ମଗ୍ରହଣ କରିଥିଲେ । ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ବିଜେପି ନେତୃବୃନ୍ଦ ରାଜ୍ୟ କାର୍ଯ୍ୟାଳୟରେ ଡ. ଶ୍ୟାମ ପ୍ରସାଦ ମୁଖାର୍ଜୀଙ୍କ ଫଟୋ…