ସମ୍ପର୍ଣ୍ଣ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି
ପୁରୀ : ପୁରୀରେ ସମ୍ପର୍ଣ୍ଣ ହେଲା ମହାପ୍ରଭୁଙ୍କ ଅଧରପଣା ନୀତି । ଶ୍ରୀବିଗ୍ରହଙ୍କ ଆଗରେ ଅଧର ଉଚ୍ଚର ପଣା ହାଣ୍ଡି ପ୍ରସ୍ତୁତ ହୋଇ ରହିଥିଲା। ୩ ରଥରେ ୯ଟି ମାଟିପାତ୍ରରେ ପଣା ପ୍ରସ୍ତୁତ ହୋଇଥିଲା। ତିନିରଥରେ ପୂଜାର୍ଚ୍ଚନା ପରେ ଭଙ୍ଗାଯାଇଥିଲା ହାଣ୍ଡି। ମଧ୍ୟାହ୍ନ ଧୂପ ପରେ ତିନି ରଥରେ ଏହି…