Odia News Portal
Monthly Archives

July 2020

ଭକ୍ତ ଓ ଭକ୍ତିର ପରାକାଷ୍ଠା ପ୍ରମାଣିତ…

ଜଗତର ନାଥ ଶ୍ରୀଜଗନ୍ନାଥ । ସେ ହିଁ ଆଦ୍ୟ, ସେ ହିଁ ଅନ୍ତ । ତାଙ୍କ ପାଖରେ ଛୋଟ-ବଡ, ଧନୀ-ଗରିବ, କ୍ଷମତା ଓ ପ୍ରତିପତିର କୌଣସି ଭେଦଭାବ ନାହିଁ । ସମସ୍ତେ ତାଙ୍କ ପାଖରେ ସମାନ । ତାଙ୍କ ପାଖରେ ଯିଏ ସମର୍ପି ଯାଇଛି ତାର ସବୁ ଦୁଃଖ କଷ୍ଟକୁ ମହାପ୍ରଭୁ ନିଜ ଆଦେରୀ ଦେଇଛନ୍ତି । ଇତିହାସରେ ଏମିତି…

ଟିକଟକ୍ ଭଳି ନିଜର ଏକ ଆପ୍ ମୋଜ(Moj) ଲଞ୍ଚ୍

ନୂଆଦିଲ୍ଲୀ : ଚୀନ୍ ସହିତ ସୀମା-ବିବାଦ ପରେ ସରକାର ୫୯ ଚାଇନିଜ୍ ଆପ୍ସ ଉପରେ ବ୍ୟାନ୍ ଲଗାଇ ଦେଇଛନ୍ତି । ପ୍ରତିବନ୍ଧକ ପରେ ଧିରେ ଧିରେ ମେଡ୍ ଇନ୍ ଇଣ୍ଡିଆ ମୋବାଇଲ୍ ଆପ୍ ସଂଖ୍ୟା ବଢୁଛି ଏବଂ ଡାଉନଲୋଡ୍ ମଧ୍ୟ ବଢୁଥିବା ଦେଖିବାକୁ ମିଳୁଛି । ସୋସିଆଲ ମିଡିଆ ଆପ୍ ସେୟାରଚାଟ୍ ଏବେ ଟିକଟକ ଭଳି…

ବଲିଉଡ୍ ଜଗତର ଜଣାଶୁଣା କୋରିଓଗ୍ରାଫର ସରୋଜ ଖାନଙ୍କ ଦେହାନ୍ତ

ମୁମ୍ବାଇ : ବଲିଉଡ୍ ଜଗତର ଜଣାଶୁଣା କୋରିଓଗ୍ରାଫର ସରୋଜ ଖାନଙ୍କର ହୃଦଘାତ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ ଗତ କିଛି ଦିନ ହେବ ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ମୁମ୍ବାଇର ବାନ୍ଦ୍ରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ତାଙ୍କ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଆଜିର ଅଷ୍ଟମସ୍ଥ ବଳହୀନ ଚନ୍ଦ୍ର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। କିନ୍ତୁ ଧନସ୍ଥାନରୁ ଶୁକ୍ର ଦୃଷ୍ଟସ୍ଥ ହେତୁ କୌଣସି ବିବାଦୀୟ ଅର୍ଥପ୍ରାପ୍ତିର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ କିଛି ନା କିଛି ସମସ୍ୟା ଅବଶ୍ୟ ରହିବ,କିନ୍ତୁ କିଛି ଅସୁବିଧା ହେବନାହିଁ, କର୍ମକ୍ଷେତ୍ରରେ…

ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର ଲୋଗୋ ଉନ୍ମୋଚନ ଏବଂ ଆଗାମୀ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ

ଭୁବନେଶ୍ବର : ଆଜି ପ୍ରବିତ୍ର ସୁନାବେଶ ଅବସରରେ ଭିଏସସନଗରେ "ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ" ର ଲୋଗୋ ଉନ୍ମୋଚନ କରାଯିବା ସହିତ ଆଗାମୀ ଦିନରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ କରାଯାଇପାରିବାପାଇଁ କାର୍ଯ୍ୟପନ୍ଥା ଗ୍ରହଣ କରାଗଲା । ପ୍ରଥମ କାର୍ଯ୍ୟକ୍ରମ ଭାବେ ବିଶ୍ଵ ପରିବେଶ ସୁରକ୍ଷା…

ସମରେ ହେବ କୋଭଡି-୧୯ଭ୍ୟାକସିନ୍‌ର ପରୀକ୍ଷଣ

ଭୁବନେଶ୍ୱର()  ଭାରତରେ ପ୍ରଥମ କୋଭିଡ଼-୧୯ ଭ୍ୟାକସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍‌କୁ ଇଣ୍ଡିଆନ କାଉନସିଲ ଫର ମେଡିକାଲ…

ୱାର୍ଡ ନଂ ୩୯ରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ବର : ବନମହୋତ୍ସବ ସପ୍ତାହରେ ପବିତ୍ର ସୁନାବେଶ ଉପଲକ୍ଷେ ନୟାପଲ୍ଳୀ ୱାଡ ନଂ୩୯ର ନୂଆସାହି ଓ ଶାସ୍ତ୍ରୀ ନଗରରେ ସମାଜସେବୀ ତଥା ମହାବୀର ସାମାଜିକ ସଂଗଠନର ସାଧାରଣ ସଂପାଦକ ମିଲନ କୁମାର ପାଇକରାୟଙ୍କ ନେତୃତ୍ୱରେ ମହାବୀର ସାମାଜିକ ସଂଗଠନ ଓ ଟ୍ରି ଫର ଲାଇଫ ର ମିଳିତ ସହଯୋଗରେ ଏକ…

ଖାଦ୍ୟ ଯୋଗାଣ ଦିଗରେ ପ୍ରାଣୀ ସମ୍ପଦ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା

ଭୁବନେଶ୍ୱର () କୋଭିଡ-୧୯ ପରିସ୍ଥିତିରେ ଚାଷୀଙ୍କ ଆୟ ବୃଦ୍ଧି ସହିତ ପୁଷ୍ଟିକର ଖାଦ୍ୟ ଯୋଗାଣ ଦିଗରେ ପ୍ରାଣୀ ସମ୍ପଦ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରିବା ପାଇଁ କୃଷି ଓ କୃଷକ ସଶକ୍ତିକରଣ,…

କାହିଁକି ମାସକରେ ୫୦ଥର ସିମ୍ ବଦଳାଇଥିଲେ ସୁଶାନ୍ତ ?

ପାଟନା () ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି ଅଭିନେତା ଶେଖର ସୁମନ। ​‌ବିହାରର ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ଘରେ ସାମ୍ବାଦିକ ସମ୍ମିଳନୀ ଡାକି ଶେଖର ସୁଶାନ୍ତଙ୍କ ମୃତ୍ୟୁକୁ ଆତ୍ମହତ୍ୟା ବୋଲି ବିବେଚନା ନକରି ଏହି ଘଟଣାର…

ସୁସ୍ଥ ହେଲେ ଆଉ ୧୪୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର() ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ଆରୋଗ୍ୟଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୫୦୨ରେ ପହଁଚିଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୯ ଜଣ ଥିବା ବେଳେ ଖୋର୍ଧାରୁ ୨୪, ମୟୂରଭଞ୍ଜରୁ…