ଦେଖନ୍ତୁ ସୁନାବେଶର ସିଧା ପ୍ରସାରଣ….
ପୁରୀ () ଜନ୍ମ ବେଦୀରେ ଲୀଳା ଖେଳା ସାରି ବାହୁଡିଲେ ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁଙ୍କ ସୁନାବେଶ । ଆଷାଢ ଶୁକ୍ଳ ଏକାଦଶୀରେ ରଥରେ ମହାପ୍ରଭୁଙ୍କ ହେଉଥିବା ବେଶକୁ ହରିଶୟନ ଏକାଦଶୀ ଦର୍ଶନ ଭାବେ ମଧ୍ୟ ବର୍ଣ୍ଣନା କରାଯାଏ । ଏହି ଦୁର୍ଲଭ ବେଶକୁ ଦର୍ଶନ କରିବା ପାଇଁ ଲକ୍ଷାଧିକ…