ରାଜ୍ୟରେ ଆଉ ୨୨୯ ନୂଆ ଆକ୍ରାନ୍ତ ଚିହ୍ନଟ, ୩୬ ଲୋକାଲ କସ
ଭୁବନେଶ୍ୱର() ଆଜି ରାଜ୍ୟରେ ୨୨୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୯୩ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୩୬ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୨୨୯ ଜଣ ସଂକ୍ରମିତଙ୍କ…