ତିନିରଥ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ
ପୁରୀ() ଚଳିତବର୍ଷ ୩ ରଥର ସଂରକ୍ଷଣ ପାଇଁ ସ୍ଥାନାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି।ଚଳିତ ବର୍ଷର ରଥଯାତ୍ରା ସ୍ମୃତିକୁ ଭବିଷ୍ୟତ ପିଢ଼ିଙ୍କ ପାଇଁ ସଂରକ୍ଷିତ ରଖିବା ଲକ୍ଷ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ଏହି ନିଷ୍ପତ୍ତି ନେଇଛି। ଏହି କ୍ରମରେ ଆଜି ଠାରୁ ତିନିରଥ ଭଙ୍ଗାଯିବା ସହ ସ୍ଥାନାନ୍ତର…