ମହାନଦୀରେ ଆସୁଛି ବଡ ବନ୍ୟା
ଭୁବନେଶ୍ୱର() ମହାନଦୀରେ ମଧ୍ୟମରୁ ବଡ଼ ଧରଣର ବନ୍ୟା ଆସୁଛି । ଏଭଳି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ । ସେ କହିଛନ୍ତି ଯେ, ମହାନଦୀର ଉପରମୁଣ୍ଡରେ ଛତିଶଗଡ଼ରେ ପ୍ରବଳ ବର୍ଷା ହୋଇଛି । ସକାଳ ସୁଦ୍ଧା ଉପରମୁଣ୍ଡରେ ୨୦୦ ମିମି ବର୍ଷା ରେକର୍ଡ…