ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜଗତସିଂହପୁର ବିଲୁଆଖାଇ ସେତୁ ଉଦ୍ଘାଟିତ
ଭୁବନେଶ୍ୱର : କୋଭିଡ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯାଇ…