Odia News Portal
Monthly Archives

August 2020

ବର୍ଷା ବିତ୍ପାତରେ ରାଜ୍ୟରେ ୫ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଲଘୁଚାପ ପ୍ରଭାବରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷା ପାଇଁ ବନ୍ୟା ପରିସ୍ଥିତି ମଧ୍ୟ ଉପୁଜିଛି । ଏହି ବର୍ଷା ବିତ୍ପାତରେ ରାଜ୍ୟରେ ୫ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିଛନ୍ତି ଏସଆରସି ପ୍ରଦୀପ ଜେନା । ମୃତକଙ୍କ ମଧ୍ୟରେ…

ଟେଷ୍ଟିଂରେ ୨ୟ ସ୍ଥାନରେ ଓଡିଶା

ନୂଆଦିଲ୍ଲୀ() ସାରା ଦେଶରେ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହାରି ମଧ୍ୟରେ ଟେଷ୍ଟିଂ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି । ଅଧିକ ଟେଷ୍ଟିଂ ଦ୍ୱାରା ହିଁ ଏହି ମହାମାରୀର ମୁକାବିଲା କରାଯାଇପାରିବ । ଏନେଇ ସାରା ଦେଶରେ ଟେଷ୍ଟିଂ ଜୋରାଦାର ଚାଲିଛି । ତେବେ ଦେଶରେ ଦୈନିକ କରୋନା…

ଲକ୍ଷ୍ୟ ଫାଉଣ୍ଡେସନ୍ ତରଫରୁ କୋଭିଡ଼ ଯୋଦ୍ଧଙ୍କୁ ସମ୍ମାନ

ଭୁବନେଶ୍ୱର : ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଲକ୍ଷ୍ୟ ଫାଉଣ୍ଡେସନ୍ ତରଫରୁ କୋଭିଡ଼ ଯୋଦ୍ଧଙ୍କୁ ସମ୍ମାନ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି। ଭୁବନେଶ୍ୱରର ୟୂନିଟ-୯ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ୪୦ଜଣ କରୋନା ଯୋଦ୍ଧା (ସାମ୍ବାଦିକ)ଙ୍କୁ ସମ୍ମାନିତ କରାଯାଇଛି। ଏହି ଅବସରରେ ମୁଖ୍ୟ…

ସ୍କୁଲରେ କିଭଳି ପୂଜା ହେବ ତାହା ଶିକ୍ଷକ ଶିକ୍ଷୟିତ୍ରୀ ବୁଝିବେ

ଭୁବନେଶ୍ବର() ଚଳିତବର୍ଷ ସ୍କୁଲରେ ଗଣେଶ ପୂଜାରେ ଛାତ୍ରଛାତ୍ରୀ ଯୋଗ ଦେବେନାହିଁ । ଘରେ ରହି ଗଣେଶ ପୂଜା କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ସ୍କୁଲରେ କିଭଳି ପୂଜା ହେବ, ତାହା ଶିକ୍ଷକ ଶିକ୍ଷୟିତ୍ରୀ ବୁଝିବେ ବୋଲି ମନ୍ତ୍ରୀ କହିଛନ୍ତି । ଘରେ…

ଏଣିକି ୧ଟଙ୍କାରେ କିଣି ପାରିବେ ସୁନା

ନୂଆଦିଲ୍ଲୀ () ଇ-କମର୍ସର ଦିଗ୍ଗଜ କମ୍ପାନୀ ଆମାଜନ୍ ଇଣ୍ଡିଆର ପେମେଣ୍ଟ ସର୍ଭିସେଜ ଆର୍ମ ଆମାଜନ୍ ପେ ଗ୍ରାହକଙ୍କ ପାଇଁ ଏକ ଶାନଦାର ଫିଚର ଲଞ୍ଚ କରିଛି। ଏହି ଫିଚରର ନାଁ ‘ଗୋଲ୍ଡ ଭାଲ୍ଟ’ ରଖାଯାଇଛି। ଏହା ଏପରି ଫିଚର ଯାହା ଗ୍ରାହକଙ୍କୁ ଡିଜିଟାଲ୍ ସୁନା କିଣିବାକୁ ଅଫର ଦେଇଥାଏ। ଆମାଜନର…

ଜାଣନ୍ତୁ ଯୁକ୍ତ ଦୁଇ ପାଇଁ କିଭଳି କରିବେ ଆବେଦନ

ଭୁବନେଶ୍ୱର() ଆଜିଠାରୁ  ଆରମ୍ଭ  ଯୁକ୍ତ ଦୁଇ ନାମଲେଖା । ଅନଲାଇନ ମାଧ୍ୟମରେ ଏହି ସବୁ ପ୍ରକ୍ରିୟା ସମ୍ପାଦିତ ହେବ । ଆସନ୍ତୁ ଜାଣିବା କିଭଳି ଆବେଦନ କରାଯିବ । ୧. ପ୍ରଥମେ ସାମସ ଓଡ଼ିଶା ପୋର୍ଟାଲ ଖୋଲନ୍ତୁ । ଙ୍ଗଙ୍ଗଙ୍ଗ.ଗ୍ଦବଜ୍ଞଗ୍ଦକ୍ଟୟସଗ୍ଦଷବ.ଶକ୍ଟଙ୍ଖ.ସଦ୍ଭ ୨. ଏହା ପରେ ହାଏର…

ହ୍ରାସ ପାଇଲା ସୁନାଦର

ଭୁବନେଶ୍ବର() ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ଦର ହ୍ରାସ ପାଇ ଦଶ ଗ୍ରାମ ପ୍ରତି ୫୨,୦୦୦ ଟଙ୍କାରେ ପହଁଚିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ଦଶ ଗ୍ରାମ ପ୍ରତି ୫୧ ହଜାର ଟଙ୍କା ରହିଥିବା ଜଣାପଡିଛି । ରାଜଧାନୀ ଭୁବନେଶ୍ବରରେ ମଧ୍ୟ ଦଶ ଗ୍ରାମ ସୁନାଦର ୬୦ ହଜାର ଟଙ୍କାରୁ କମ୍ ରହିଛି ।…

ପୁଣି ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ

ପୁରୀ()  ମାର୍ଚ୍ଚ ମାସରେ ବନ୍ଦ ରହିଥିବା ଉଚ୍ଛେଦ ପ୍ରକ୍ରିୟା ପୁଣି ଶୁକ୍ରବାର ଆରମ୍ଭ ହୋଇଛି। ଶ୍ରୀମନ୍ଦିର ଐତିହ୍ୟ କରିଡର ପରିସରରୁ ପୁଣି ଉଚ୍ଛେଦ କାର୍ଯ୍ୟ ଆଜିଠାରୁ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି।ଉପଜିଲାପାଳଙ୍କ ନେତୃତ୍ୱରେ ଏହି ଉଚ୍ଛେଦ କାର୍ଯ୍ୟ ବାସେଳିସାହି ମୌଜାରୁ କରାଯାଉଛି । ୭୫…

କରୋନାରେ ଆଉ ୧୦ ଜଣଙ୍କ ଦେହାନ୍ତ

ଭୁବନେଶ୍ୱର() ରାଜ୍ୟରେ ଆଜି ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨ , ଅନୁଗୁଳ, କୋରାପୁଟ,ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ…

ରାଜ୍ୟରେ ଆଉ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ, ଟପରେ ଖୋର୍ଦ୍ଧା

ଭୁବନେଶ୍ୱର() ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୨୬୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୦୨୩ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୨୭୧୮କୁ ବୃଦ୍ଧି ପାଇଛି ।…