ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କୁ ରୁଚି ଦେଶ ଗୌରବ ସମ୍ମାନରେ ସମ୍ମାନୀତ
ଭୁବନେଶ୍ୱର : ଚଳିତ ବର୍ଷ ରୁଚି ପ୍ରତିଭା ଫାଉଣ୍ଡେସନ ପକ୍ଷରୁ ରାଜ୍ୟର ପ୍ରତିଷ୍ଠିତ ବୈଷୟିକ ଶିକ୍ଷାନୁଷ୍ଠାନ ଶିକ୍ଷା ଓ ଅନୁସନ୍ଧାନ ବା ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କୁ ରୁଚି ଦେଶ ଗୌରବ ସମ୍ମାନରେ ସମ୍ମାନୀତ କରାଯାଇଛି । ସେହିଭଳି ବିଶିଷ୍ଠ ସାହିତ୍ୟିକ…