ଭୁବନେଶ୍ୱରରୁ ଆଜି ୩୭୦ ପଜିଟିଭ, ୧୬୬ ଲୋକାଲ କେସ
ଭୁବନେଶ୍ବର() ଭୁବନେଶ୍ୱରରୁ ଆଜି ୩୭୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୪ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୬୦୭୭…