ଆଜି ପୁଣି ୧୭୦ ଜଣ ଭୁବନେଶ୍ଵରରୁ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ଭୁବନେଶ୍ୱରରୁ ଆଜି ଆଉ ୧୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ୱର ମହାନଗର ନିଗମ ଟୁଇଟ କରି ସୂଚନା ଦିଆଯାଇଛି । ତେବେ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୯୨ଜଣ ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ୭୮ଜଣ ଲୋକାଲ କେସ ବୋଲି ଜଣାପଡ଼ିଛି । ନୂଆ ଆକ୍ରାନ୍ତଙ୍କୁ…