Odia News Portal
Monthly Archives

August 2020

ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର

ସମ୍ବଲପୁର() ମାଆ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଲଗ୍ନ ସ୍ଥିର ହୋଇଛି । ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମହାସଭା ବୈଠକରେ ଏହି ଲଗ୍ନ ସ୍ଥିର କରାଯାଇଛି । ଅଗଷ୍ଟ ୨୩ ତାରିଖ ଦିନ ୯ଟା ୩୫ରୁ ୯ଟା ୫୦ ମଧ୍ୟରେ ମାଆଙ୍କ ପାଖରେ ନବାନ୍ନ ଲାଗି ହେବ । ମାଆଙ୍କ ପାଖରେ…

ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଅଜୟ କୁମାର ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ୫ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଭୁବନେଶ୍ୱର ସ୍ଥିତ ଟଙ୍କପାଣି ରୋଡରେ ରେଡ, ପଟିଆ…

୨୪ଘଣ୍ଟା ପାଇଁ ୧୨ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ବଙ୍ଗୋପସାଗରରେ ଆସନ୍ତାକାଲି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି କାରଣରୁ  ରାଜ୍ୟରେ ଆଗାମୀ ୨୪ଘଣ୍ଟା ପାଇଁ ୧୨ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୨ଜିଲ୍ଲାରେ ବର୍ଷା ସହ ବଜ୍ରପାତ ଆଶଙ୍କା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।…

ଲକ୍ଷ୍ମୀକାନ୍ତ ଓ ବିଶ୍ୱଜିତଙ୍କୁ ଜାମିନ

ଭୁବନେଶ୍ୱର()   ଅଡିଓ ଭାଇରାଲ ନେଇ ୨ ଜଣଙ୍କୁ ଗିରଫ କରାଯିବା ପ୍ରସଙ୍ଗରେ ଉଭୟଙ୍କୁ ଭୁବନେଶ୍ୱର ଏସଡିଜେଏମ କୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ ପ୍ରଦାନ କରାଯାଇଛି ।  ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚାଲିକାରେ…

ସମ୍ମାନିତ ହେଲେ ଭିଏସସ ନଗର ସରକାରୀ ହାଇସ୍କୁଲର ଛାତ୍ର ଛାତ୍ରୀ

ଭୁବନେଶ୍ଵର : ଆଜି ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ , ଭିଏସସନଗର ତରଫରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ଭିଏସସନଗର ସରକାରୀ ହାଇସ୍କୁଲରେ ସର୍ବାଧିକ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଲୋପାମୁଦ୍ରା ଦାସ , ଦ୍ଵିତୀୟ ସ୍ଥାନ ଅଧିକାର କରିଥିବା ଇତିଶ୍ରୀ ଦାଶ ଓ ତୃତୀୟ ସ୍ଥାନ ଅଧିକାର…

ଟଙ୍କା ଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ବର ()ପଇସାଅଭାବରୁ କେହି ଜଣେ ବି କୋଭିଡ୍‌ ରୋଗୀ ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଭିଡିଓ କନଫରେନ୍ସି ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ…

କରୋନା ପାଇଁ ଆବେଦନ ଫି’ କମାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ଆସନ୍ତା ୨୧ ତାରିଖରୁ +୨ ଆଡମିଶନ ପାଇଁ ଆବେଦନ କରିହେବ । ଚଳିତ ବର୍ଷ +୨ ଆଡମିଶନ ନେଇ ବିଭାଗୀୟ ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।   ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଆବେଦନ କରିହେବ । ଅନ୍ୟପକ୍ଷରେ କରୋନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରାଜ୍ୟରେ ଦୈନିକ ହେବ ୧ଲକ୍ଷ ନମୁନା ପରୀକ୍ଷା

ଭୁବନେଶ୍ବର() ରାଜ୍ୟରେ ଟେଷ୍ଟିଂ ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ଦୈନିକ ୧ଲକ୍ଷ ନମୁନା ପରୀକ୍ଷା ହେବ । ଆଣ୍ଟିଜେନ ଟେଷ୍ଟ ଆହୁରି ବଢ଼ିବ । ଭୁବନେଶ୍ୱରର ବିଭିନ୍ନ କର୍ପୋରେସନରେ ଟେଷ୍ଟ ହେବ । ଶୀଘ୍ର ଆକ୍ରାନ୍ତଙ୍କୁ…

କରୋନା ମହାମାରୀକୁ ରୋକିବା ପାଇଁ ପ୍ରଶାସନର ଅଭିନବ ପ୍ରୟାସ

ମୟୂରଭଞ୍ଜ: କରୋନା ମହାମାରୀକୁ ରୋକିବା ପାଇଁ ଚାଲିଛି ଯୋରଦାର ପ୍ରୟାସ । ଏହାକୁ ନଜର ରଖିରେ ବିଭିନ୍ନ ସ୍ତରରେ ଚାଲିଛି ଲୋକଙ୍କୁ ସଚେତନା କରିବାର ନୂଆ ନୂଆ ଯୋଜନା। ଏହାରି ଭିତରେ ଚିତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରିବା ସହ ଲୋକଙ୍କୁ ରୋଜଗାରକ୍ଷମ କରିବା ପାଇଁ ମୟୁରଭଞ୍ଜ ଜିଲ୍ଲା…

ଅସମୟରେ ହାତ ଧରିଲେ ଉତ୍ତର ବିଧାୟକ

ଭୁବନେଶ୍ବର : ଉତ୍ତର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାର୍ଡ ନଂ-୨ ଶିଖର ଚଣ୍ଡୀ ନଗରରେ ଗତକାଲି ରାତିରେ ଜଣଙ୍କ ଘରେ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇ ବହୁତ ଧନ ସମ୍ପତ୍ତି ପୋଡି ଯାଇଥିଲା । ଖବର ପାଇ ଉତ୍ତରର ବିଧାୟକ ସୁଶାନ୍ତ କୁମାର ରାଉତ ଓ ସମାଜସେଵୀ ମିହିର କୁମାର ରାଉତ ସେହି ବ୍ୟକ୍ତିଙ୍କ…